Availability: In Stock

Sahitya: Seema Seematita

230.00

‘ସାହିତ୍ୟ ସୀମା ଓ ସୀମାତୀତ’ ପୁସ୍ତକର ପରିକଳ୍ପନା ଓଡ଼ିଆ ସାହିତ୍ୟରେ ସମ୍ପୂର୍ଣ୍ଣ ନୂତନ । ଯାହା କିଛି ରହିଛି ଜ୍ଞାନର ଦିଗ ଦିଗନ୍ତ ସର୍ବତ୍ର ସାହିତ୍ୟ ଯେ, ବିରାଜିତ ତାହା ପ୍ରମାଣ କରିଦେବାରେ ଏହା ଲେଖକଙ୍କ ଏକ ଅଭିନବ ନିରଭିମାନ ନିବେଦନ । ତେଣୁ ସବୁ ସ୍ତରର ପାଠକ ପାଠିକାଙ୍କ ପାଇଁ ଏହା ଯେ, ନବ-ଚିନ୍ତନର ବିରଳ ଉପାଦାନ ପ୍ରଦାନରେ ପ୍ରଭାବଦୀପ୍ତ, ଏହା ଉପଲବ୍ଧି କରିପାରିବେ ପ୍ରକୃତ ସଜ୍ଜନ । ସେ ଦୃଷ୍ଟିରୁ ଏହାର ବିପୁଳ ଆଦୃତି ଆମେ ଆଶା କରୁଛୁ ।

Categories: ,

Description

About the Author

ପ୍ରଫେସର ମଣୀନ୍ଦ୍ର କୁମାର ମେହେର ଓଡ଼ିଆ ସାରସ୍ୱତ ଜଗତର ଏକ ବିନମ୍ର ବରଦାନ । ଗଳ୍ପ, ପ୍ରବନ୍ଧ ସାହିତ୍ୟ, ସମାଲୋଚନା, ରମ୍ୟରଚନା ଓ ଜୀବନୀ ସୃଷ୍ଟି କ୍ଷେତ୍ରରେ ସେ ଯେଉଁ ନିଷ୍ଠା ଓ ନୈତିକ ସୌନ୍ଦର୍ଯ୍ୟ ପ୍ରକଟ କରିଛନ୍ତି ତାହା ଏକାନ୍ତ ହୃଦୟସ୍ପର୍ଶୀ । ଗଙ୍ଗାଧରଙ୍କ ବିରଳ ସ୍ମୃତିସାମଗ୍ରୀ ସଂରକ୍ଷଣ, ସ୍ନେହସ୍ନିଗ୍ଧ ଶିକ୍ଷାଦାନ, ସାହିତ୍ୟିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ପ୍ରତିଷ୍ଠାନ ପରିଚାଳନାରେ ସେ ପ୍ରଦର୍ଶନ କରିପାରିଛନ୍ତି ଦିବ୍ୟଆଶିଷ ।ବରପାଲି ମହାବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ, ଉତ୍କଳ ବିଶ୍ୱବିଦ୍ୟାଳୟ ଓ ଶେଷରେ ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରି ତଥା ଅନ୍ୟ ବିଶ୍ୱବିଦ୍ୟାଳୟରେ ନିଜସ୍ୱ ମୌଳିକ ଅନୁଭବ ଓ ଅନୁଶୀଳନକୁ ଉନ୍ମୁକ୍ତ କରି ସମଗ୍ର ଓଡ଼ିଶାର ବୃହତ୍ତର ଛାତ୍ରସମାଜ ପାଇଁ ସେ ଅତୁଳନୀୟ ଅନୁପ୍ରେରଣାର ପ୍ରତୀକ ଭାବରେ ଜାଜ୍ଜ୍ୱଲ୍ୟମାନ । ସମ୍ପ୍ରତି ସେ ଉତ୍କଳ ବିଶ୍ୱବିଦ୍ୟାଳୟର ସମ୍ମାନଜନକ ଭିଜିଟିଂ ପ୍ରଫେସର ଭାବରେ ଅବସ୍ଥାପିତ ।

Product details

  • Publisher ‏ : ‎ Black Eagle Books
  • Publication date ‏ : ‎ 25 December 2023
  • Language ‏ : ‎ Oriya
  • Print length ‏ : ‎ 168 pages
  • ISBN-10 ‏ : ‎ 1645604950
  • ISBN-13 ‏ : ‎ 978-1645604952
  • Item Weight ‏ : ‎ 218 g
  • Dimensions ‏ : ‎ 13.97 x 0.99 x 21.59 cm
  • Country of Origin ‏ : ‎ India
  • Importer ‏ : ‎ Atlantic Publishers and Distributors (P) Ltd., 7/22, Ansari Road, Darya Ganj, New Delhi – 110002 INDIA, Email – customercare@atlanticbooks.com, Ph – 011-47320500
  • Packer ‏ : ‎ Peacock Books, DE-155, TAGORE GARDEN, NEW DELHI, India 110027

Indian Edition Also available on:

Additional information

book-author

Language

Odia

select-format

Paperback